ଆଜି ପୁଣି ୧୦ ମୁଣ୍ଡ ନେଲା କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରୁ ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ଆଜିର ମୃତକଙ୍କୁ ମିଶାଇ ରାଜ୍ୟର ମୋଟ କରୋନା ଜନୀତ ମୃତ୍ୟୁସଂଖ୍ୟା ୩୫୩ରେ ପହଞ୍ଚିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ଗଞ୍ଜାମ, ବରଗଡ, କଟକ, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।

Leave A Reply

Your email address will not be published.