ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ, କଳାହାଣ୍ଡି, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.