ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହେବା ସହ ସମୁଦାୟ ମୃତକଙ୍କ ସଂଖ୍ୟା ୮୦୦ ପାର୍‌ କରିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩ ରେ ପହଞ୍ଚି ଯାଇଛି।

Barta
Sikhsya

Leave A Reply

Your email address will not be published.