ଅଗଷ୍ଟ ୮ ରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ

ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଛି । ତେବେ ଅଗଷ୍ଟ ୮ରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।
ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି।