ଅଗଷ୍ଟ ୮ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ

0

ସୋମବାର ଅର୍ଥାତ ଅଗଷ୍ଟ ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ । ତେବେ ଏହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ।

www.odisharesults.nic.inରେ ଉପଲବ୍ଧ ହେବ ରେଜଲ୍ଟ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।

SOA post below
Leave a comment