ରାଜ୍ୟରେ ୯୬ ହଜରା ଟପିଲା ଆରୋଗ୍ୟଙ୍କ ସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ୨୫୯୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯୬ହଜାର ୩୬୪ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।କଟକ ଜିଲ୍ଲାରେ ସର୍ବାଧିକ ୭୪୩୧ସୁସ୍ଥ ହୋଇଥିଲାବେଳେ ଖୋର୍ଦ୍ଧାରୁ ୩୮୬ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୨୦୨, ଗଞ୍ଜାମରୁ ୧୪୨, ରାୟଗଡ଼ାରୁ ୧୨୦, କୋରାପୁଟରୁ ୧୦୮, ପୁରୀରୁ ୧୦୫, ଜଗତସିଂହପୁରରୁ ୭୮, ଭଦ୍ରକରୁ ୭୭, ଯାଜପୁରରୁ ୭୭, କେନ୍ଦ୍ରାପଡ଼ାରୁ ୭୫, ବରଗଡ଼ରୁ ୭୨, ବାଲେଶ୍ୱରରୁ ୭୧, ସମ୍ବଲପୁରରୁ ୭୧, କେନ୍ଦୁଝରରୁ ୬୮, ନୟାଗଡ଼ରୁ ୬୭, ମାଲାକାନଗିରରୁ ୬୧, ନବରଙ୍ଗପୁରରୁ ୫୭, ବଲାଙ୍ଗିରରୁ ୫୪, ଝାରସୁଗୁଡ଼ାରୁ ୪୪, ବୌଦ୍ଧରୁ ୩୪, ସୋନପୁରରୁ ୩୦, ସୁନ୍ଦରଗଡ଼ରୁ ୩୦, କଳାହାଣ୍ଡିରୁ ୨୪, ଗଜପତିରୁ ୨୦, କନ୍ଦମାଳରୁ ୧୦, ନୂଆପଡ଼ାରୁ ୭, ଅନୁଗୁଳରୁ ୬ ଓ ଦେବଗଡ଼ରୁ ୪ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.