ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଇଞ୍ଜିନିୟର ଓ ଜଣେ ଡ୍ରାଇଭର ଅଛନ୍ତି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଛନ୍ତି।୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସିର ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ୩ ଆକ୍ରାନ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଥିବା ଜଣାପଡ଼ିଛି। ତେବେ ସେମାନେ କେବଳ ଅନ୍ୟ ଜିଲ୍ଲାକୁ ଯାଇଥିଲେ।

Leave A Reply

Your email address will not be published.