ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବୁଧବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୩୩୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬୨୮୧୩ରେ ପହଞ୍ଚିଛି।


ଖୋର୍ଦ୍ଧା ଜିଲ୍ଲାରୁ ୭୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୨୬୧ ଜଣ ସୁସ୍ଥ ହୋଇଛନ୍ତି।ସେହିପରି ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁର ୧୨୭, ପୁରୀରୁ ୧୨୧, କୋରାପୁଟ ୧୧୯, ମୟୁରଭଞ୍ଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡ ୭୮, କନ୍ଧମାଳ ୬୮, ବଲାଙ୍ଗିରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁର ୩୬, କେନ୍ଦୁଝର ୩୪, ଯାଜପୁରରୁ ୩୨, ଗଜପତିରୁ ୨୭, ଅନୁଗୁଳ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଗଜତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.