ଆଜି ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତ ସଂଖ୍ୟା ୮ ହଜାର ପାର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ରାଜ୍ୟରେ ଆଜି ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୧୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।  ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ରାଜ୍ୟରେ ମୋଟ୍ ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି।

bjd
Sikshaya
ruchi

Leave A Reply

Your email address will not be published.