କରୋନା ନେଲା ଆଉ ୮ ଜୀବନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୮ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚି ଯାଇଛି।


ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କେବଳ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖା ଆକ୍ରାନ୍ତ ଆଖି ବୁଜିଥିବା ଜଣାଯାଇଛି।

Leave A Reply

Your email address will not be published.