ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ମାଡ଼ିଗଲା ବସ, ଜଣେ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ‘କାମଧେନୁ’ ନାମକ ଏକ ଘରୋଇ ବସ ଚଢିଯିବାରୁ ଜଣେ ଯୁବକର ଘଟଣା ସ୍ଥଳରେହିଁ ମୃତ୍ୟୁ ଘଟିଛି ।

ଏହି ଦୁର୍ଘଟଣା ପରେ ମାଷ୍ଟରକ୍ୟାଣ୍ଟିନ ଛକରେ ଉତ୍ତେଜନା ପ୍ରକାଶ ପାଇଥିଲା । ଲୋକେ ଉତ୍ୟକ୍ତ ହୋଇ ବସଟିକୁ ଭଙ୍ଗାରୁଜା କରିଛନ୍ତି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ବ୍ୟକ୍ତିଙ୍କ ଶବ ଉଦ୍ଧାର କରିବା ସହ ଉତ୍ୟକ୍ତ ଲୋକଙ୍କୁ ବୁଝାଇ ଘଟଣାର ଅଧିକ। ତଦନ୍ତ ଚଳାଇଛି ।

Leave A Reply

Your email address will not be published.