ଅଭିନେତ୍ରୀ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ ରାଜ୍ୟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟ ନୋଟିସ କରିଛନ୍ତି। ପତ୍ନୀ ବର୍ଷାଙ୍କ ଠାରୁ ଛାଡ଼ପତ୍ର ପାଇଁ ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବର୍ଷାଙ୍କୁ ନୋଟିସ ଦିଆଯାଇଥିବା ନେଇ ଅନୁଭବଙ୍କ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ଷାଙ୍କୁ ନୋଟିସ ଦିଆଯାଇଥିବା ନେଇ ଅନୁଭବଙ୍କ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ବର୍ଷାଙ୍କ ବିରୋଧରେ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଅନୁଭବ ମହାନ୍ତି ଛାଡ଼ପତ୍ର ପିଟିସନ୍ ଦାଖଲ କରିଛନ୍ତି। ୪୭ ପୃଷ୍ଠାର ଏହି ପିଟିସନରେ ପତ୍ନୀ ବର୍ଷାଙ୍କ ବିରୋଧରେ ଅନେକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଅନୁଭବ। ଶାରୀରିକ ସମ୍ପର୍କ ପାଇଁ ବର୍ଷା ରାଜି ହେଉନଥିବା ସେ ପିଟିସନରେ ଉଲ୍ଲେଖ କରିଛନ୍ତି ।

Leave A Reply

Your email address will not be published.