ବାଜା ବାଣ ଫୁଟାଇ ବିଜେଡ଼ି ପାର୍ଟି ଅଫିସରେ ଝୁମିଳେ କର୍ମୀ।
ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି। ୧୭ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଏହି ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୮୮,୯୪୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୫୧,୧୮୨ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୭୨୧୫ ଟି ଭୋଟ୍ ପାଇଛନ୍ତି।
