ବାଲେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ସହଦେବ ଖୁଣ୍ଟାରୁ ୧କେଜି ୧୦୩ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ବାଲେଶ୍ୱର ପୁଲିସର ମିଳିତ ଉଦ୍ୟମରେ ହୋଇଥିବା ଏହି ଚଢ଼ାଉରେ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ବ୍ରାଉସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ କୋଟିଏ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଏସଟିଏଫ୍ ବର୍ତ୍ତମାନ ସୁଦ୍ଧା ୧୩ କେଜିରୁ ଉର୍ଦ୍ଧ ବ୍ରାଉନସୁଗର ଜବତ କରିସାରିଛି। ଏଥିସହିତ ୨୫ଟି ମାମଲାରେ ୪୭ ଜଣଙ୍କୁ ଗିରଫ କରିଛି।

Leave A Reply

Your email address will not be published.