କରୋନାରେ ପ୍ରାଣହରାଇଲେ ଆଇଆଇସି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନାରେ ବୁଧବାର ଜଣେ ପୁଲିସ ଅଧିକାରୀ ପ୍ରାଣ ହରାଇଛନ୍ତି। ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ଆଇଆଇସି ତଥା ପ୍ରଥମ କରୋନା ଯୋଦ୍ଧା ବିଜୟ ନନ୍ଦାଙ୍କ ବିଶାଖାପାଟଣାର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁ ଖବର ଜଣାପଡ଼ିବାପରେ ବଲାଙ୍ଗିର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.