ସ୍ତ୍ରୀକୁ ହତ୍ୟା କଲା ନୃଶଂସ ସ୍ୱାମୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିଜ ବାପ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଛି ବିବାହିତ ଝିଅର ମୂର୍ତ ଦେହ । ମୂର୍ତ ମହିଳା ହେଲେ ମୁକୁନ୍ଦପ୍ରସାଦ କଲେଜ ରୋଡ଼ର ସସ୍ମିତା ବେହେରା । ଗତକାଲି ରାତିରେ ସଶ୍ମିତାଙ୍କ ସ୍ୱାମୀ ତାଙ୍କୁ ହତ୍ୟା କରିଥିବା ପରିବାର ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନାରେ ଅଭିଯୋଗ କରିଛନ୍ତି । ସ୍ୱାମୀ ହରେକୃଷ୍ଣ ବେହେରା ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Sikhsya
Barta

Leave A Reply

Your email address will not be published.