୪ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ମୁକାବିଲା ଦାୟିତ୍ୱ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୪ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ଅମ୍ଫାନ ମୁକାବିଲା ଦାୟିତ୍ୱ ପ୍ରଦାନ କରାଯାଇଛି ।

ଏହି ୪ ସଚିବ ହେଲେ:

୧) ପରିବହନ ବିଭାଗ ପ୍ରମୂଖ ସଚିବ ମଧୁସୂଦନ ପାଢ଼ୀଙ୍କୁ ବାଲେଶ୍ଵର ଦାୟିତ୍ୱ ପ୍ରଦାନ କରାଯାଇଛି ।

୨) ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନିଙ୍କୁ ଭଦ୍ରକ ଦାୟିତ୍ୱ ମିଳିଛି ।

୩) ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡା ଦାୟିତ୍ୱ ଦିଆଯାଇଛି ।

୪) ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି ।

Leave A Reply

Your email address will not be published.