ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି । ଗତକାଲି ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.