ନୂତନ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦାବି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯାଜପୁର ବିରାଜାକ୍ଷେତ୍ର ବିକାଶ ପରିଷଦ ପକ୍ଷରୁ ଯାଜପୁର ଠାରେ ମେଡିକାଲ କଲେଜ ପ୍ରତିଷ୍ଠା ତ୍ବରାନ୍ବିତ କରିବା ପାଇଁ ଜିଲ୍ଲାପାଳ ରଞ୍ଜନ କୁମାର ଦାଶ ଭେଟି ସ୍ମାରକପତ୍ର ପ୍ରଦାନ କଲେ ।

Sikshaya
Leave A Reply

Your email address will not be published.