କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ସମେତ ୩ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କୋଲବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଆସିଲା ରାୟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ସମେତ ୩ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ।
ସୂଚନାଯୋଗ୍ୟ, ୧୯୯୯ ଝାଡ଼ଖଣ୍ଡ କୋଲ୍‌ ବ୍ଲକ ଆବଣ୍ଟନ ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ। ସେହି ମାମଲାରେ ଦୋଷୀ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ ହୋଇଛି। ଏଥିସହ ୧୦ ଲକ୍ଷ ଲେଖାଏଁ ଜରିମାନା କରିଛନ୍ତି କୋର୍ଟ।

Leave A Reply

Your email address will not be published.