ପୋଡାକେରା ବ୍ରିଜଠାରେ ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ସଞ୍ଜୟ ଦାସବର୍ମା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା । ଶ୍ରୀ ଦାସବର୍ମା ଆଜି ମଧ୍ୟାହ୍ନ ୧.୩୦ ସମୟରେ ତଳମାଳ ପଞ୍ଚାୟତର ପୋଡାକେରା ବ୍ରିଜଠାରେ ସମ୍ଭାବ୍ୟ ବନ୍ୟାର ସ୍ଥିତି ଅନୁଧ୍ୟାନ କରିଥିଲେ ।

Leave A Reply

Your email address will not be published.