ସର୍ବସାଧାରଣ ସ୍ଥାନରେ ହୋଇପାରିବନି ଗଣେଶ ପୂଜା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଚଳିତବର୍ଷ କଟକ ସହରରେ ନିରାଡମ୍ବର ଦୁର୍ଗା ପୂଜା ହେବ। ପୂଜା କମିଟି ସହ ପ୍ରଶାସନର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ମାଆ ଦୁର୍ଗାଙ୍କ ମୂର୍ତ୍ତି ପାଇଁ ମାଟି ଆଣିବା ନିରାଡମ୍ବର ହେବ। ବିନା ଶୋଭାଯାତ୍ରାରେ ପ୍ରତି କମିଟିର ୪ ଜଣ ଯାଇ ମାଟି ଆଣିବେ। ଯେଉଁମାନେ ଚାହିଁବେ ଘରେ ନିରାଡମ୍ବର ଭାବେ ପୂଜା କରିବେ। ବୈଠକରେ ହୋଇଥିବା ନିଷ୍ପତ୍ତି ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ।

Leave A Reply

Your email address will not be published.