ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ

0

ହାୱାଡାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଭଦ୍ରକ ଷ୍ଟେସନ ନିକଟରେ ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ଗୋଟିଏ ଷଣ୍ଢକୁ ଧକ୍କା ଦେବା ଫଳରେ ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିବା ଟ୍ରେନ୍‌ରେ ଥିବା ଯାତ୍ରାମାନେ କହିଛନ୍ତି। ତେବେ ଜନଶତାବ୍ଦୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିଲେ ମଧ୍ୟ ଯାତ୍ରାମାନେ ସୁରକ୍ଷିତ ରହିଛନ୍ତି।

ହାୱାଡାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ଜନଶତାବ୍ଦୀ ଏକ୍ସପ୍ରେସ ଭଦ୍ରକ ଷ୍ଟେସନ୍ ନିକଟ ଡଗରାସାହି ଲେବଲକ୍ରସିଂ ପାଖରେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ର ଗୋଟିଏ ବଗି ଟ୍ରାକ୍‌ରୁ ବାହାରି ଯାଇଛି।

SOA post below
Leave a comment