ଆଇପିଏସ ସ୍ତରରେ ଅଦଳବଦଳ

0

ଆଇପିଏସ ସ୍ତରରେ ଅଦଳବଦଳର କରିଛନ୍ତି ରାଜ୍ୟ ସରକାର । ୪ ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ଏମାନଙ୍କ ମଧ୍ୟରେ ଅଛନ୍ତି, ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ପ୍ରାଣବନ୍ଧୁ ଆଚାର୍ଯ୍ୟ, ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ସିଦ୍ଧାର୍ଥ ନରୱଣେ । ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ଅମିତ ମୋହନ ପ୍ରସାଦ ଓ ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ବି. ରାଧିକା । ଏନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

SOA post below
Leave a comment