ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ; ଭୁବନେଶ୍ୱର ଓ କଟକରେ ନୂଆ ଡିସିପି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ଉମାଶଙ୍କର ଦାଶ ହେଲେ ଭୁବନେଶ୍ୱର ଡିସିପି। କଟକ ଡିସିପି ହେଲେ ପ୍ରତୀକ ସିଂହ।

ଏମ୍. ଅକ୍ଷୟ ହେଲେ ସିଏମ୍‌ଡି POH &WC । ସତ୍ୟଜିତ ମହାନ୍ତି ହେଲେ ଡିଜି FS & CG, HG। ଲଳିତ ଦାସ ହେଲେ ଏଡିଜି କମ୍ୟୁନିକେସନ। ରାଧାକୃଷ୍ଣ ଶର୍ମା ହେଲେ ଗୁଇନ୍ଦା ନିର୍ଦ୍ଦେଶକ। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ଏଡିଜି କ୍ରାଇମବ୍ରାଞ୍ଚ।

SOA

Leave A Reply

Your email address will not be published.