ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ହୋମ୍‌ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି । ଏହା ସହ ସେ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟିଂ କରିବା ସହିତ ଆଇସୋଲେସନ୍‌ରେ ରହିବାକୁ ପାଇଁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.