ପୁଣି ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ଓଡ଼ିଶା ପାଇଁ ଖୁସି ଖବର, ରାଜ୍ୟରେ ଏକାଥରେ କରୋନାରୁ ସୁସ୍ଥ ହେଲେ ୧୨୩ ଆକ୍ରାନ୍ତ । ଏହି ନୂଆ ସୁସ୍ଥଙ୍କ ସଂଖ୍ୟା ମିଶାଇ ରାଜ୍ୟରେ ମୋଟ୍ ୧୬୦୪କୁ ବୃଦ୍ଧି ପାଇଛି ସୁସ୍ଥଙ୍କ ସଂଖ୍ୟା ।
ଗଞ୍ଜାମରୁ ୩୫, କଟକରୁ ୨୨, ନୂଆପଡ଼ାରୁ ୧୪,  ବଲାଙ୍ଗୀରରୁ ୧୪,  ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, କେନ୍ଦ୍ରାପଡ଼ାରୁ ୪ ଏବଂ ବାଲେଶ୍ୱର, ଢ଼େଙ୍କାନାଳ, ନୟାଗଡ଼ରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୁଳ, ମୟୁରଭଞ୍ଜ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି ।

Leave A Reply

Your email address will not be published.