ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ଯୋଗୁ ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୭୬୭ରେ ପହଞ୍ଚି ଯାଇଛି।

Sikhsya
Barta

Leave A Reply

Your email address will not be published.