ଟ୍ୱିଟ୍‌ରେ ନୂଆଖାଇ ଜୁହାର୍‌ କହିଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ଟ୍ୱିଟ୍ କରି ସମସ୍ତଙ୍କୁ ପବିତ୍ର ନୂଆଁଖାଇର ଅଭିନନ୍ଦନ ଜ୍ଞାପନ କରିଛନ୍ତି।


ଏହାସହ ସେ ରାଜ୍ୟବସାୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟ୍‌ ହ୍ୟାଣ୍ଡେଲରେ ଲେଖଇଛନ୍ତି, ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍ ।

Leave A Reply

Your email address will not be published.