ବଦଳିଲେ ହାଇକୋର୍ଟ ମୁଖ୍ୟ ବିଚାରପତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ବଦଳିଛନ୍ତି । ବିଚାରପତି ବୀନିତ ଶରଣ ଙ୍କ ସ୍ଥାନରେ ବିଚାରପତି କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି । 

ସୂଚନାଯୋଗ୍ୟ, ଗତ ୧୬ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍‌ ଶରଣଙ୍କୁ ପଦୋନ୍ନତି ଦେଇଥିଲେ । ସେ ଏବେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିବେ । ସେହିପରି ଜଷ୍ଟିସ୍‌ ଜାଭେରୀ ଏବେ ରାଜସ୍ଥାନ ହାଇକୋର୍ଟରେ ବରିଷ୍ଠ ବିଚାରପତି ଦାୟିତ୍ୱ ତୁଲାଉଛନ୍ତି ।

Leave A Reply

Your email address will not be published.