ମୁଖ୍ୟମନ୍ତ୍ରୀ କ୍ୟାପିଟାଲ ହସ୍ପିଟାଲରେ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦାନ୍ତ ରେ ଯନ୍ତ୍ରଣା ଅନୁଭବ କରିବାରୁ ଚିକିତ୍ସା ପାଇଁ ସନ୍ଧ୍ୟା ୫ଟାରେ କ୍ୟାପିଟାଲ ହସ୍ପିଟାଲ କୁ ଆସିଥିଲେ।

ଦାନ୍ତ ଡାକ୍ତର ମୁଖ୍ୟମନ୍ତ୍ରୀଙ୍କୁ ଚିକିତ୍ସା କରିଥିଲେ। ଚିକିତ୍ସା ପରେ ସେ ଆଶ୍ୱସ୍ତି ଅନୁଭବ କରିଥିବା ଜଣାପଡିଛି।

Leave A Reply

Your email address will not be published.