ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଆଜି ସନ୍ଧ୍ୟାରେ ତାଙ୍କୁ ପଚରାଉଚରା ପାଇଁ ପ୍ରଦୀପଙ୍କ ସରକାରୀ ବାସଭବନରୁ ନେଇଯାଇଥିଲା କ୍ରାଇମବ୍ରାଞ୍ଚ। ବର୍ତ୍ତମାନ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ନାମରେ ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ବି ଭଳି ଦଫାରେ ମାମଲା ରୁଜୁ କରାଯାଇଛି।ଆକାଶ ପାଠକଙ୍କ ନାଁରେ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଥିଲା।

Leave A Reply

Your email address will not be published.