ସ୍କୁଲ ମିଶ୍ରଶ ବିଜ୍ଞପ୍ତି ରଦ୍ଦ କଲେ ହାଇକୋର୍ଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କମ୍ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ କରିବାର ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ପୂର୍ବରୁ ବି ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ୨୦ରୁ କମ୍ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଥିଲା। ୨୦୨୦ ମାର୍ଚ୍ଚ ୧୧ରେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Leave A Reply

Your email address will not be published.