୨୨ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ

0

ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ବୈଠକରେ ପଂଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ବୋଲି ସୂଚନା ମିଳିଛି।

SOA post below
Leave a comment