ଭୁବନେଶ୍ୱର ଓ ପୁରୀରେ ସୂର୍ଯ୍ୟକିରଣ ହେବ ଶୋ’

0

ଓଡ଼ିଶା ଦେଖିବ ସୂର୍ଯ୍ୟକିରଣ ଶୋ’। ବାୟୁସେନା ପକ୍ଷରୁ ଓଡ଼ିଶାରେ ଚିତାକର୍ଷକ ସୂର୍ଯ୍ୟକିରଣ ଶୋ ପ୍ରଦର୍ଶିତ ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।

ସେ କହିଛନ୍ତି, ଭୁବନେଶ୍ୱର ଓ ପୁରୀରେ ସୂର୍ଯ୍ୟକିରଣ ଶୋ’ କରାଯିବ। ସେପ୍ଟେମ୍ବର ୧୬ ତାରିଖରେ ଭୁବନେଶ୍ୱର କୁଆଖାଇ ନଦୀ ଶଯ୍ୟାରେ ଏବଂ ୧୮ ତାରିଖରେ ପୁରୀ ରାଜଭବନ ଉପରେ ଶୋ କରାଯିବ।

SOA post below
Leave a comment