Browsing Tag

bjd

ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦିପ୍ ପ୍ରଧାନଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫…

ରୁଦ୍ର ମହାରଥୀ ହେଲେ ବିଜେଡି ପ୍ରାର୍ଥୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ବିଧାନସଭାର ଉପ ନିର୍ବାଚନ ପାଇଁ ବିଜୁ ଜନତା ଦଳ ତାର ପ୍ରାର୍ଥୀ ଘୋଷଣା କରିଛି। ମାଆ ପୁଅଙ୍କ ମଧ୍ୟରୁ କିଏ ହେବ ପ୍ରାର୍ଥୀ ସେ ନେଇ ଦ୍ଵନ୍ଦ ଲାଗି ରହିଥିବାବେଳେ ମହାରଥୀଙ୍କ ପୁଅ ରୁଦ୍ରଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରି ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିଛି।…

ଦଲାଲଙ୍କ ପାଇଁ ଓକିଲାତି କରୁଛି ବିଜେପି: ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ଧାନ କିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଥିବାବେଳେ କେତେକ ଦଲାଲଙ୍କ ସହ ହାତ ମିଳାଇ ଓଡିଶା ବିଜେପି ସେମାନଙ୍କ ପାଇଁ ଓକିଲାତି କରୁଛି । ବିଜେପି ନେତାମାନେ ସର୍ବଦା ଦଲାଲମାନଙ୍କ ପାଇଁ ଓକିଲାତି କରୁଥିବା ରାଜ୍ୟବାସୀ ଭଲଭାବେ…

କୃଷି ଆଇନ୍‍ ବିରୋଧରୁ ନଜର ହଟାଇବାକୁ ବିଜେପିର ଘେରାଉ ଡାକରା: ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ରର କୃଷି ଆଇନ୍‍କୁ ହେଉଥିବା ଦେଶବ୍ୟାପି ବିରୋଧରୁ ନଜର ହଟାଇବା ପାଇଁ ରାଜ୍ୟ ବିଜେପି ଏବେ ଧାନ ସଂଗ୍ରହର ଆଳ ଦେଖାଇ ଆରଡିସି ଅଫିସ୍‍ ଘେରିବାକୁ ଉଦ୍ୟମ ଚଳାଇଛନ୍ତି । ବିଜେପିର ଏହା ଏକ ରାଜନୈତିକ ଷଡଯନ୍ତ୍ର ବୋଲି କହିଛନ୍ତି ବିଜେଡି ମୁଖପାତ୍ର ପ୍ରତାପ…

ସୁପ୍ରିମୋଙ୍କ ଆହ୍ୱାନ: ମହିଳାଙ୍କ ହକ୍ ପାଇଁ ଲଢ଼େଇ କରିବ ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡ଼ିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ମହିଳା କାର୍ଡ ଖେଳିଛନ୍ତି। ଏହାସହ ଜାତୀୟ ଦଳଗୁଡ଼ିକୁ ମଧ୍ୟ ଟାର୍ଗେଟ୍ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଆ’ମାନେ ସମାଜର ଚକ ଓ ଅଖ।…

ଆଜି ବିଜେଡିର ୨୪ତମ ପ୍ରତିିଷ୍ଠା ଦିବସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଶନିବାର ବିଜୁ ଜନତା ଦଳର ୨୪ତମ ପ୍ରତିିଷ୍ଠା ଦିବସ। ପ୍ରବାଦ ପୁରୁଷ ବିଜୁ ପଟ୍ଟାନାୟକଙ୍କ ନାମରେ ୧୯୯୭ ଡିସେମ୍ବର ୨୬ରେ ଏହି ଆଞ୍ଚଳିକ ଦଳ ଗଠନ ହୋଇଥିଲା। ପ୍ରତିଷ୍ଠା ଦିବସରେ ଦଳ ପକ୍ଷରୁ ଏକ ସମାବେଶ ଆୟୋଜନ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି। ନବୀନ ନିବାସରୁ ଦଳର…

‘କର୍ମୀଙ୍କ ପ୍ରସ୍ତାବରେ ଚାଲିବ ଦଳ ଓ ସରକାର’

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଜୁ ଜନତାଦଳର ରାଜ୍ୟ ପରିଷଦ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳର ୩୩ଟି ସାଂଗଠନିକ ଜିଲ୍ଲାର ସଭାପତିମାନେ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଉଭୟ ଦଳ ଏବଂ ସରକାର ଅଧିକ କ୍ରିୟାଶୀଳ ହେବା ପାଇଁ ତୃଣମୂଳସ୍ତରର ନେତା ଏବଂ କର୍ମୀଙ୍କଠାରୁ ପ୍ରସ୍ତାବ…

ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଲୋକପ୍ରତିନିଧି ଏବଂ କର୍ମଚାରୀଙ୍କ ପାଇଁ ସଂପତ୍ତି ତାଲିକା ବାଧ୍ୟତାମୂଳକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଁ ବହୁତ ଖୁସି ଯେ ବିଜୁ ବାବୁଙ୍କ ଆଦର୍ଶରେ ଚାଲିଥିବା ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଆପଣମାନେ ବହୁତ ଭଲ ଭଲ ପ୍ରସ୍ତାବ ଦେଇଛନ୍ତି । ସେଥିପାଇଁ ଆପଣମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଆପଣମାନଙ୍କ ସବୁ ପ୍ରସ୍ତାବକୁ ମୁଁ ଅନୁମୋଦନ କରୁଛି। ମୁଁ…

‘କିଛି ଶକ୍ତି ରାଜ୍ୟର ଅଧିକାରକୁ ସଙ୍କୁଚିତ କରିବାକୁ ଚେଷ୍ଟା କରୁଛନ୍ତି’

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଛି ଶକ୍ତି ରାଜ୍ୟର ଅଧିକାରକୁ ସଙ୍କୁଚିତ କରିବାକୁ ଚେଷ୍ଟା କରୁଛନ୍ତି। ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ସରକାର ରାଜ୍ୟମାନଙ୍କର ସହଯୋଗୀତରେ ଚାଲିବା ଦରକାର। ହେଲେ ବର୍ତ୍ତମାନ କିଛି ଶକ୍ତି ରାଜ୍ୟର ଅଧିକାରକୁ ସଙ୍କୁଚିତ କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଆମେ…

ଓଡ଼ିଶାବାସୀ ଆମର ବସ୍, ଆମ ପାଇଁ ଓଡିଆ ଭାଷା ଅତି ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭୁବନେଶ୍ବର: ବିଜୁ ଯୁବ ଏବଂ ଛାତ୍ର ବିଜେଡି କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଛି। ବୈଠକରେ ବିଜେଡି ସୁପ୍ରିମ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ କଂଗ୍ରେସ ଓ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଞ୍ଚଳିକ ଦଳ ଭାବେ ବିଜେଡି ସ୍ୱତନ୍ତ୍ର…