କାଳବୈଶାଖୀ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କାଳବୈଶାଖୀ ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୩ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଝଡବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ବୋହିପାରେ ପବନ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲା ହେଲା ବଲାଙ୍ଗୀର, କଳାହାଣ୍ଡି,…