Browsing Tag

Political

ପୁଣି ଘୁଞ୍ଚିଲା ପିପିଲି ଉପ ନିର୍ବାଚନ ତାରିଖ, ମେ ୧୩ରେ ଇଦ୍‌-ଉଲ୍‌-ଫିତର ଥିବାରୁ ହେବନି ମତଦାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି ଘୁଞ୍ଚିଲା ପିପିଲି ଉପ ନିର୍ବାଚନ ତାରିଖ । ମେ ୧୩ ବଦଳରେ ୧୬ ତାରିଖରେ ହେବ ନିର୍ବାଚନ । ମେ ୧୯ ତାରିଖରେ ଭୋଟ ଗଣତି ହେବା ସହିତ ଫଳ ପ୍ରକାଶ ପାଇବ ।ମେ ୧୩ରେ ଇଦ୍‌-ଉଲ୍‌-ଫିତର ପଡୁଥିବାରୁ ନିର୍ବାଚନ ତାରିଖ ଘୁଞ୍ଚିଥିବା ସୂଚନା ମିଳିଛି । ଏ ନେଇ ମୁଖ୍ୟ…

ପିପିଲି ଉପନିର୍ବାଚନ ତାତି ବଢ଼ୁଛି : ମହେଶ୍ବର, ସମୀର, ସଂଜୟ ଓ ଉମାଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନ ପ୍ରଚାର ସେତେ ସରଗରମ ହେବାରେ ଲାଗିଛି। ଗାଁ ଗଣ୍ଡା ନିର୍ବାଚନୀ ପ୍ରଚାରରେ କମ୍ପୁଛି। ସତେ ଯେପରି ପିପିଲି ଉପନିର୍ବାଚନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମ୍ମୁଖ ଲଢ଼େଇ ଚାଲିଛି। ଉଭୟ ବିଜେଡି ଓ ବିଜେପି…

ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ୍ ଦେବେ ପିପିଲିର ୧୦୭୭ ଭୋଟର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ଉପନିର୍ବାଚନର ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସର ଭୋଟରମାନଙ୍କ ନିମନ୍ତେ ପୋଷ୍ଟାଲ ବାଲାଟ ନିଆଯାଉଛି। ଆଜି ସକାଳ ୯ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପିପିଲି ଅଭିମୁଖେ ବାହାରିଛି। ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୮୨୧୨ ଜଣ ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିସନ ପକ୍ଷରୁ ଘୋଷଣା କରାଯାଇଛି । ଏଥି ପାଇଁ ମାର୍ଚ୍ଚ ୨୩ରେ ବିଧିବଦ୍ଧ ପ୍ରକାଶ ବିଜ୍ଞପ୍ତି ପାଇବ।ଏଥିପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ରଖାଯାଇଛି। ସେହିପରି…

ଆସନ୍ତାକାଲି ଶପଥ ନେବେ ତିର୍ତ୍ତୋଲ ଏବଂ ବାଲେଶ୍ବର ସଦରର ନବ ନିର୍ବାଚିତ ବିଧାୟକ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆସନ୍ତାକାଲି ଶପଥ ନେବେ ଦୁଇ ନବ ନିର୍ବାଚିତ ବିଧାୟକ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ବର ସଦର ବିଧାୟକ ସ୍ବରୂପ ଦାସ ବିଧାନସଭା ପରିସରରେ ଶପଥ ନେବେ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଦିନ ସାଢେ ୧୦ଟାରୁ ୧୧ଟା…

ରାଜ୍ୟରେ କଂଗ୍ରେସ ଶକ୍ତିହୀନ, ଆଗକୁ ଦ୍ୱିପାକ୍ଷିକ ଲଢେଇ : ସମୀର ମହାନ୍ତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତୋଲ ଉପନର୍ବାଚନକୁ ବିଜେପି ପ୍ରସଙ୍ଗ ଭିତିକ ଭାବେ ଲଢେଇ କରିଥିଲା । ମୋଦି ସରକାର ହଜାର ହଜାର କୋଟି ଟଙ୍କା ଦେବା ସତ୍ୱେ ରାଜ୍ୟସରକାରଙ୍କ କୋଭିଡ-୧୯ କୁପରିଚାଳନା ଯୋଗୁଁ ଅମୂଲ୍ୟ ଜୀବନହାନୀ ହେବା, ମୋଦି ସରକାରଙ୍କ ଗରିବ କଲ୍ୟାଣକାରୀ ଯୋଜନା…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟଗଣତି ଆରମ୍ଭ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ଭୋଟଗଣତି ଆରମ୍ଭ ହୋଇଥିବା ଜଣାଯାଇଛି। ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ୍ ବାଲଟ ଭୋଟ୍ ଗଣତି ଆରମ୍ଭ ହୋଇଛି। ସକାଳ ୬ଟାରେ ଗଣତି କେନ୍ଦ୍ରକୁ କାଉଣ୍ଟିଂ ଦାୟିତ୍ବରେ ଥିବା…

ବଳବନ୍ତ ସିଂ ଧରାକୋଟ ବ୍ଲକର ନୂତନ ଉପାଧ୍ୟକ୍ଷ ନିର୍ବାଚିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଭଗବାନ ସ୍ୱାଇଁଙ୍କ କରୋନା ମହାମାରୀରେ ଅକାଳ ବିୟୋଗ ପରେ ଖାଲି ପଡ଼ିଥିବା ଆସନ ପାଇଁ ଉପନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି।ଏହି ନିର୍ବାଚନରେ ମୋଟ ୧୭ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୧୨ଜଣଙ୍କ ଭୋଟ ପାଇ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଆରମ୍ଭ ହେଲା ଭୋଟଗ୍ରହଣ । ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ଭୋଟ ଦେବା ପାଇଁ ଭୋଟଗ୍ରହଣ କେନ୍ଦ୍ରରେ ଲୋକଙ୍କ ଭିଡ ଲାଗିବାରେ ଲାଗିଛି। ସମସ୍ତ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଉଛି। ସ୍କ୍ରିନିଂ ପରେ ଭୋଟ…

ବିନାଶ କାଳେ ବିପରୀତ ବୁଦ୍ଧି: ଅପରାଜିତା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିନା ନୋଟିସରେ ଓଟିଭି ସିଏଫଓ ମନୋରଞ୍ଜନ ଷଡଙ୍ଗୀଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଏହି ଘଟଣାରେ ପ୍ରତିକ୍ରିୟା ରଖି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା…