ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

0

ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ଚଳିତ ବନ୍ୟାରେ ୧ ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି । ବନ୍ୟା ଓ ବର୍ଷାରେ ୨୪ଟି ଜିଲ୍ଲାର ଚାଷୀ ପ୍ରଭାବିତ ହୋଇଛନ୍ତି ।

୧୦ଟି ଜିଲ୍ଲାର ଚାଷୀଙ୍କର ଅଧିକ କ୍ଷୟକ୍ଷତି ହୋଇଛି । ବନ୍ୟା ଓ ପ୍ରବଳ ବର୍ଷାରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅଧିକ ଚାଷଜମିରେ ଫସଲ ନଷ୍ଟ ହୋଇଛି ରିପୋର୍ଟରେ ଦର୍ଶାଯାଇଛି । ଜଗତସିଂହପୁରରେ ସର୍ବାଧିକ ୨ ହଜାର ୪୨୦ ହେକ୍ଟର ଚାଷଜମିରେ ଫସଲ କ୍ଷତି ହୋଇଛି । ଗତକାଲି କୃଷିମନ୍ତ୍ରୀ ଚାଷୀଙ୍କ କ୍ଷୟକ୍ଷତି ନେଇ ସମୀକ୍ଷା କରିଥିଲେ ।

SOA post below
Leave a comment