ତିର୍ତ୍ତୋଲରେ ବିଜେଡିର ୧୯ଟି ପଞ୍ଚାୟତରେ କର୍ମି ବୈଠକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ରଘୁନାଥପୁର ବ୍ଲକର ୧୯ଟି ପଞ୍ଚାୟତର କର୍ମି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଆସନ୍ତା ବିଧାନସଭା ଉପନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ବିଜୁ ଜନତା ଦଳର ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ଭୋଟଦେଇ ଜୟଯୁକ୍ତ କରିବା ପାଇଁ ନିବେଦନ କରିଛନ୍ତିି ଆଇନ୍ ଓ ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନା, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ଜଗତସିଂହପୁର ଜିଲ୍ଲାର ସାଂସଦ ରାଜଶ୍ରୀ ମଲ୍ଲିକ, ସାଲେପୁର ବିଧାୟକ ପ୍ରସାନ୍ତ ବେହେରା ଓ ବ୍ଲକ ସଭାପତି ଦେବାଶିଷ ତ୍ରିପାଠୀ।

Barta
Sikhsya

Leave A Reply

Your email address will not be published.