ଆଜି ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଁଚିଛି।


ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ, ଗଜପତି ଜଣେ , ନୟାଗଡ଼ ଜିଲ୍ଲାରୁ ଜଣେ କରୋନ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.