ରାଜ୍ୟରେ ୪୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୪୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୧୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୨୩ ହେଉଛି ଲୋକାଲ୍ କେସ୍‌।

 

Barta
Sikhsya

Leave A Reply

Your email address will not be published.