ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ, ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି।

Leave A Reply

Your email address will not be published.