ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ସଂକ୍ରମିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୫୪୫୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ୧୫୬୫୪୩୨ ଜଣ ସୁସ୍ଥ ହୋଇଥିବାବେଳେ ୩୯୧୮୪ ଆକ୍ଟିଭ ମାମଲା ରହିଛି ।

Sikhsya
Barta

Leave A Reply

Your email address will not be published.