ଆସନ୍ତାକାଲି ରାଜ୍ୟର ୧୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ଅନୁଗୁଳ, ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଦେବଗଡ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୋନପୁରରେ ଆସନ୍ତାକାଲି କୋଭିଡ୍ ଟିକାକରଣ ବନ୍ଦ ରହିବ । ପର୍ଯ୍ୟାପ୍ତ ପରିମାଣର ଟିକା ନଥିବାରୁ ଏହି ସବୁ ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

Leave A Reply

Your email address will not be published.