ବାଲେଶ୍ୱରରେ ନିର୍ମାଣାଧୀନ ମେଗା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସକାଳେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତ କରିଛନ୍ତି। ସେଠାରେ ବିଭିନ୍ନ ନିର୍ମାଣାଧୀନ ମେଗା ପ୍ରକଳ୍ପର ସ୍ଥିତି ସମୀକ୍ଷା କରିଛନ୍ତି ୫ଟି ସଚିବ । ୩ ସଚିବଙ୍କୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଥିଲେ। ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିଥିଲେ।

Leave A Reply

Your email address will not be published.