ଅକ୍ଟୋବର ୧୧ରେ ଛାତ୍ର ସଂସଦ ନିର୍ବାଚନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା କଲେଜ ଛାତ୍ର ସଂସଦ ନିର୍ବାଚନ ଅକ୍ଟୋବର ୧୧ ତାରିଖରେ ହେବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନା ଅନୁଯାୟୀ, ଅକ୍ଟୋବର ୧ ତାରିଖରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ୩ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯିବ । ସେହିପରି ୪ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ୧୦ ତାରିଖରେ ହ୍ୱାଟ୍‌ ଆଇ ଷ୍ଟାଣ୍ଡ ଫର୍‌ ହେବା ସହ ୧୧ ତାରିଖରେ ଭୋଟ ଗ୍ରହଣ କରାଯିବ ଏବଂ ସାନ୍ଧ୍ୟ ସୁଦ୍ଧା ଫଳଫଳ ପ୍ରକାଶ ପାଇବ ।

Leave A Reply

Your email address will not be published.